ପୁଣି ଖୋଲିଲା ନବଦାସ ହତ୍ୟା ଡାଏରୀ

ଭୁବନେଶ୍ୱର,୧।୩(ଏସଏସନିୟୁଜ୍)ପୁଣି ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ।ଝିଅ ଦୀପାଳି ଓ ପୁଅ ବିଶାଳଙ୍କୁ ନୋଟିସ କଲା କ୍ରାଇମବ୍ରାଞ୍ଚ।ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ହାଜର ହେବାକୁ ନୋଟିସ୍‌ ରେ କୁହାଯାଇଛି।ମାମଲାରେ କ୍ରାଇମବ୍ରାଞ୍ଚ ନିକଟରେ ପକ୍ଷ ରଖିବାକୁ ଉଭୟଙ୍କୁ ନୋଟିସ୍‌ କରାଯାଇଛି।ନବଙ୍କ ହତ୍ୟାକୁ ନେଇ ଉଭୟଙ୍କ ବୟାନବାଜିକୁ ନେଇ ନୋଟିସ୍‌।ମାମଲାରେ ଏବେ ଯାଏଁ କ୍ରାଇମବ୍ରାଞ୍ଚର ତଦନ୍ତ ସମାପ୍ତ ହୋଇନି।ଫାଇନାଲ ଚାର୍ଜସିଟ୍‌ ଦାଖଲ କରିନି କ୍ରାଇମବ୍ରାଞ୍ଚ।

- Advertisement -

Leave A Reply

Your email address will not be published.