ପୂର୍ବତନବାଚସ୍ପତି ମହେଶ୍ବରମହାନ୍ତିଙ୍କ ପରଲୋକ

0 124

 

ପୁରୀ,୭।୧୧(ଏସଏସନିଉଜ) ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ବିୟୋଗ ଘଟିଛି।
ନଭେମ୍ବର ପହିଲାରୁ ଭୁବନେଶ୍ବରର କେୟାର ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ଭୋର ୩.୨୫ରେ ବିୟୋଗ ହୋଇଛି।୧୯୯୫ରୁ ମସିହାରୁ ୨୦୧୪ ପର୍ଯ୍ୟନ୍ତ ଲଗାତାର ୫ ଥର ବିଧାୟକ ନିର୍ବାଚିତ ହୋଇଥିଲେ ମହେଶ୍ବର ମହାନ୍ତି । ପ୍ରଥମେ ଜନତା ଦଳରୁ ୧୯୯୫ରେ ସେ ବିଧାୟକ ହୋଇଥିଲେ । ସେ୨୦୦୦ରୁ ୨୦୧୪ ପର୍ଯ୍ୟନ୍ତ କ୍ରମାଗତ ଭାବେ ବିଜେଡିରୁ ବିଧାୟକ ହୋଇ ପୁରୀରୁ ପ୍ରତିନିଧିତ୍ବ କରି ଆସୁଥିଲେ।ତାଙ୍କ ବିୟୋଗରର ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି।

Leave A Reply

Your email address will not be published.