ସତର୍କକଲେ ହୀରାକୁଦ ଡ୍ୟାମକର୍ତ୍ତୃପକ୍ଷ

0 128

ହୀରାକୁଦ ,୨୧ା୭(ଏସଏସନିଉଜ) ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି । ଏବେ ଜଳଭଣ୍ଡାରର ଜଳସ୍ତର ୬୧୩ ଫୁଟ ରହିଥିବାବେଳେ ୧ ଲକ୍ଷ ୪୦ ହଜାର ୫୭୫ କ୍ୟୁସେକ ଜଳ ପ୍ରବେଶ କରୁଥିବାବେଳେ ୪୦ ହଜାର ୨୭୦ କ୍ୟୁସେକ ଜଳ ନିଷ୍କାସିତ ହେଉଛି ।ତେବେଜୁଲାଇ ୨୩ରେ ହୀରାକୁଦରୁ ପ୍ରଥମ ବନ୍ୟାଜଳ ଛାଡ଼ିବାନେଇ ହୀରାକୁଦ ସତର୍କ କରାଇଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ ।ସମ୍ବଲପୁର, ହୀରାକୁଦ ଓ ବୁର୍ଲାରେ ମାଇକଯୋଗେ କରିଛନ୍ତି ସତର୍କ ।ବନ୍ୟା ଜଳ ଛାଡ଼ିବାବେଳେ ମହାନଦୀ ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.