୨୮ରେ ଚନ୍ଦ୍ରଗ୍ରହଣ

0 119

ଭୁବନେଶ୍ୱର,୧୦ା୧୦(ଏସଏସନିଉଜ) କୁମାର ପୂର୍ଣ୍ଣିମାରେ ପଡୁଛି ରାହୁଗ୍ରସ୍ତ ଖଣ୍ଡ ଗ୍ରାସ ଚନ୍ଦ୍ର ଗ୍ରହଣ । ଗ୍ରହଣର ସ୍ପର୍ଶ ସମୟ ହେଉଛି ରାତ୍ରି ୧ଘଣ୍ଟା ୪ ମିନିଟ୍ ୫୫ସେକେଣ୍ଡ । ଗ୍ରହଣ ସର୍ବମୋକ୍ଷ ରାତ୍ରୀ ୨ଟା ୨୪ମିନିଟ୍ ୨ ସେକେଣ୍ଡ । ଅର୍ଥାତ ଗ୍ରହଣର ଅବଧି ୧ଘଣ୍ଟା ୧୯ମିନିଟ ୭ସେକେଣ୍ଡ । ଗ୍ରହଣର ୯ ଘଣ୍ଟା ପୂର୍ବରୁ ଅର୍ଥାତ୍ ଦିବା ୪ ଘଣ୍ଟା ୪ ମିନିଟ୍ ୫୫ ସେକେଣ୍ଡ ଠାରୁ ରାତ୍ର ୨ଟା ୨୪ମିନିଟି ୨ସେକେଣ୍ଡ ପର‌୍ୟ୍ୟନ୍ତ ପାକତ୍ୟାଗ, ଅନ୍ନ ଭୋଜନ ଓ ଦେବନୀତି ନିଷିଦ୍ଧ ।

 

Leave A Reply

Your email address will not be published.