୧୦ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି

ଭୁବନେଶ୍ୱର,୨୮ା୭(ଏସଏସନିଉଜ) ୧୦ ରାଜ୍ୟର ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତିାପଞ୍ଜାବ ଓ ଚଣ୍ଡିଗଡ଼ର ନୂଆ ରାଜ୍ୟପାଳ ହେଲେ ଗୁଲାବ ଚାନ୍ଦ କଟରିଆାରାଜସ୍ଥାନର ନୂଆରାଜ୍ୟପାଳ ହେଲେ ହରିଭାଓ କିଷାନରାଓ ବାଗ୍‌ଦୋପଞ୍ଜାବର ନୂଆରାଜ୍ୟପାଳ ହେଲେ ଗୁଲାବ ଚାନ୍ଦ କଟରିଆାହରିଭାଓ କିଷାନରାଓ ବାଗଦେ ରାଜସ୍ଥାନର ନୂଆ ରାଜ୍ୟପାଳ ହୋଇଥିବାବେଳେ ଜିଷ୍ଣୁଦେବ ବର୍ମାଙ୍କୁ ତେଲେଙ୍ଗାନାର ରାଜ୍ୟପାଳ ନିଯୁକ୍ତି ମିଳିଛି ।ପଞ୍ଜାବ ରାଜ୍ୟପାଳ ବନୱାରୀଲାଲ୍ ପୁରୋହିତଙ୍କ ଇସ୍ତଫାପତ୍ର ଗ୍ରହଣ ହୋଇଥିବାବେଳେ ସନ୍ତୋଷ କୁମାର ଗାଙ୍ଗୱାର ହେଲେ ଝାଡ଼ଖଣ୍ଡର ରାଜ୍ୟପାଳ ହୋଇଛନ୍ତି ।ବିଶ୍ବଭୂଷଣ ହରିଚନ୍ଦନଙ୍କ ବଦଳରେ ରାମେନ ଡିକା ଛତିଶଗଡ଼ ରାଜ୍ୟପାଳ ହୋଇଛନ୍ତି ।

- Advertisement -

Leave A Reply

Your email address will not be published.