୧୦ରେ ଭୁବନେଶ୍ୱରରେ ପହଞ୍ଚିବେ ଉଭୟ ଦଳ

ଭୁବନେଶ୍ୱର,୮/୬(ଏସ ଏସ ନିଉଜ)୧୦ରେ ଭୁବନେଶ୍ୱରରେ ପହଞ୍ଚିବେ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା ଦଳ।ଦର୍ଶକଙ୍କ ମଧ୍ୟରେ ଆସନ୍ତା ୧୨ ତାରିଖରେ ବାରବାଟୀରେ ହେବ ଇଣ୍ଡିଆ-ସାଉଥ ଆଫ୍ରିକା ଟି-ଟ୍ୱେଣ୍ଟି ମ୍ୟାଚ୍ | ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି | କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି | ଏଥିପାଇଁ ୧୦ ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା ଦଳ। ହୋଟେଲ ବୁକିଂ ସରିଥିବା ବେଳେ ଏନର୍ଜି ଓ ଡାଏଟ ଫୁଡ୍ ପାଇଁ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ରହିଥିବାର ଜଣାପଡିଛି ।

- Advertisement -

Leave A Reply

Your email address will not be published.