୧୨ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ

0 176

ସୁନ୍ଦରଗଡ଼,୧୯/୮(ଏସଏସନିଉଜ) ସୁନ୍ଦରଗଡ଼ସହରରେ ୧୨ ଘଣ୍ଟିଆ ବନ୍ଦ ପାଳନ ଆରମ୍ଭ ହୋଇଛି ।ବନ୍ଦ ପାଳନ ଡାକରା ଦେଇଛି ପଶ୍ଚିମ ଓଡ଼ିଶା ଯୁବ ମଞ୍ଚ । ସୁନ୍ଦରଗଡ଼ରେ ରାଜ୍ୟର ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି ।

Leave A Reply

Your email address will not be published.