୧୨ରେ ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀଙ୍କ ରୋଡ୍‌ ସୋ’

0 71

ଭୁବନେଶ୍ୱର,୯।୬(ଏସଏସନିଉଜ)ଆସନ୍ତା ୧୨ ତାରିଖ ବୁଧବାର ସଂଧ୍ୟାରେ ଭୁବନେଶ୍ବର ରେ ରୋଡ୍‌ ସୋ’ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି l
ଜୟଦେବ ବିହାରରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ୍‌ ସୋ’ କରିବେ lରୋଡ୍‌ ସୋ’ କରି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ କୁ ଆସିବେ ବୋଲି ଜଣାପଡିଛି ।

Leave A Reply

Your email address will not be published.