୧୬୯୦ କୋଟି ଟଙ୍କାର କୋଭିଡ୍‌ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0 192

ଭୁବନେଶ୍ୱର,୧୭/୬(ଏସ ଏସ ନିୟୁଜ)୧୬୯୦ କୋଟି ଟଙ୍କାର କୋଭିଡ୍‌ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଏଥିରେ ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ଗରିବ, ଜନଜାତି ଉପକୃତ ହେବେ । କାଳିଆ ହିତାଧିକାରୀ ଓ ଭୂମିହୀନ ଚାଷୀଙ୍କୁ ଅତିରିକ୍ତ ୧ ହଜାର ଟଙ୍କା ମିଳିବ l୧୭ ଲକ୍ଷ ୮୩ ହଜାର ଚାଷୀ ପରିବାରକୁ ୧ ହଜାର ଟଙ୍କା ଲେଖାଏଁ ମିଳିବ । କାଳିଆର ସବୁ ଭୂମିହୀନ ଚାଷୀଙ୍କୁ ୩ଟି କିସ୍ତିରେ ୨୦୭ କୋଟି ଟଙ୍କା ସହାୟତା ଦିଆଯିବ ।

Leave A Reply

Your email address will not be published.