୧୯ ପର୍ଯ୍ୟନ୍ତ ପ୍ରବଳ ବର୍ଷା

0 181

ଭୁବନେଶ୍ବର,୧୭/୬(ଏସ ଏସ ନିୟୁଜ)୧୯ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗିରହିବ ପ୍ରବଳ ବର୍ଷା ।ଏଥିନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଜି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଜଗତ୍‌ସିଂହପୁର, କେନ୍ଦ୍ରପଡ଼ା ଓ ୧୮ ତାରିଖରେ ଦେବଗଡ଼, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାସହ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ଏଭଳି ପାଗ ଲାଗିରହିବାର ସମ୍ଭାବନା ରହିଛି ।୨୦ ତାରିଖରେ ପାଗରେ ପରିବର୍ତ୍ତନ ହୋଇ ୨୧ ତାରିଖରେ ପାଗ ଶୁଖିଲା ଓ ଖରା ଟିଆ ରହିବ ।

Leave A Reply

Your email address will not be published.