ଖୋଲିଲା ୭୫ଟି ଡିଜିଟାଲ ବ୍ୟାଙ୍କିଙ୍ଗ

0 178

ଭୁବନେଶ୍ୱର,୧୬/୧୦(ଏସଏସ ନିଉଜ)ଦେଶର ଖୋଲିଲା ୭୫ଟି ଡିଜିଟାଲ ବ୍ୟାଙ୍କିଙ୍ଗ ୟୁନିଟ ବା ଡିବିୟୁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଉଦଘାଟନ କରିଛନ୍ତି । ଭିଡିଓ କନଫରେନସିଂ ଜରିଆରେ ଏହାର ଉଦଘାଟନ ହୋଇଛି । ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହି ଉଦଘାଟନ ଅବସରରେ ଉପସ୍ଥିତ ଅଛନ୍ତି ।

Leave A Reply

Your email address will not be published.