୧ରୁ ଖୋଲିବ ଭିତରକନିକା ଜାତୀୟଉଦ୍ୟାନ

0 232

ଭୁବନେଶ୍ୱର,୨୬/୭(ଏସ ଏସ ନିଉଜ)ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ ।କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମଇ ୧ରୁ ଜୁଲାଇ ୩୧ ତାରିଖ ୩ ମାସ ଧରି ଭିତର କନିକା ବନ୍ଦ ରହିଥାଏ।ଏହି ସମୟରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକାରେ ପ୍ରବେଶ ଉପରେ କଟକଣା ଥାଏ।
ଏଥିପାଇଁ ବନବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

Leave A Reply

Your email address will not be published.