Yearly Archives

2023

ବଢ଼ିଲା ୨ହଜାରଟଙ୍କିଆ ନୋଟବଦଳ ଅବଧି

ଭୁବନେଶ୍ୱର,୩୦ା୯(ଏସଏସନିଉଜ) ବଢ଼ିଲା ୨ହଜାର ଟଙ୍କିଆ ନୋଟ ବଦଳ ଅବଧି ।ଅକ୍ଟୋବର ୭ ଯାଏ ନୋଟ ବଦଳାଇ ପାରିବେ ଲୋକୋବ୍ୟାଙ୍କରେ ୨ ହଜାର ଟଙ୍କିଆ ନୋଟ ବଦଳ କରିହେବାଆଜି…
Read More...

ବଢ଼ିଲା ମାଟ୍ରିକ ଫର୍ମପୂରଣ ଅବଧି

ଭୁବନେଶ୍ୱର,୩୦ା୯(ଏସଏସନିଉଜ)ଘୁଞ୍ଚିଲା ମାଟ୍ରିକ ଓ SOSC ପରୀକ୍ଷା ପାଇଁ ଫର୍ମ ପୂରଣ ଶେଷ ତାରିଖ ।ଅକ୍ଟୋବର ୫ ଯାଏ ଛାତ୍ରଛାତ୍ରୀ କରିପାରିବେ ଫର୍ମ ପୂରଣାSOSCରାଜ୍ୟ…
Read More...

ନିଜର ଗୁପ୍ତାଙ୍ଗକାଟିଲେ ବିଚାରାଧୀନକଏଦୀ

ଭଦ୍ରକ,୩୦ା୯(ଏସଏସନିଉଜ) ବ୍ଲେଡରେ ନିଜ ଦେହକୁ କାଟି ପକାଇଲେ ବିଚାରାଧୀନ କଏଦୀାଭଦ୍ରକଜିଲ୍ଲା କାରାଗାରରେ ଘଟିଛି ଏହିଭଳି ଅଭାବନୀୟ ଘଟଣା । ଜେଲରେ ବନ୍ଦୀ ଜୀବନ…
Read More...

ଗୋଷ୍ଠିସ୍ୱାସ୍ଥ୍ୟକେନ୍ଦ୍ରରେ ଆୟୁଷ୍ମାନ ସ୍ୱାସ୍ଥ୍ୟମେଳା

ମେଣ୍ଢାଶାଳ,୩୦ା୯(ଏସଏସନିଉଜ) ଭୁବନେଶ୍ୱରବ୍ଲକ ଅଧିନସ୍ଥ ମେଣ୍ଢାଶାଳ ଗୋଷ୍ଠିସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ଶନିବାରଦିନ ଆୟୁଷ୍ମାନ ସ୍ୱାସ୍ଥ୍ୟମେଳା ଅନୁଷ୍ଠିତ ହୋଇଯାଇଛି…
Read More...

ଚିନ୍ତା ବଢ଼ାଉଛି ସ୍କ୍ରବ ଟାଇଫସ୍‌

ଭୁବନେଶ୍ବର, ୩୦ା୯(ଏସଏସନିଉଜ) ସୁନ୍ଦରଗଡ଼ରେ ପୁଣି ଆଜି ୨୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଗତକାଲି ହୋଇଥିବା ୭୪ ନମୁନା ପରୀକ୍ଷାରୁ ୨୦ ଚିହ୍ନଟ ହୋଇଛି ।ଯାହାଫଳରେ…
Read More...

୧ନଂହାଟ ଅନିର୍ଦ୍ଦିଷ୍ଟକାଳ ପାଇଁ ବନ୍ଦ

ଭୁବନେଶ୍ବର, ୩୦ା୯(ଏସଏସନିଉଜ) ଭେଣ୍ଡିଂଜୋନ୍‌ଓ ରାଜଧାନୀ ଦୈନିକ ହାଟ ବ୍ୟବସାୟୀ ସଂଘ (ୟୁନିଟ୍‌୧ ହାଟ) ବିବାଦ ଯୋଗୁ ୧ନଂହାଟ ଅନିର୍ଦ୍ଦିଷ୍ଟକାଳ ପାଇଁ ବନ୍ଦ ହୋଇଛି…
Read More...

ଘଟିଲା ଅଘଟଣ

ଭୁବନେଶ୍ବର,୩୦ା୯(ଏସଏସନିଉଜ)ପାଣିରେ ଗାଧୋଉଥିବାବେଳେ ବୁଡି ପ୍ରାଣହରାଇଛନ୍ତି ୨ଜଣ ଛାତ୍ରୀା ସେମାନେ ହେଲେ ବାଘାଯତୀନ ହାଇସ୍କୁଲରେ ଅଷ୍ଟ ଶ୍ରେଣୀରେ ପଢୁଥିବା ବାଲେଶ୍ବର…
Read More...

ଆଜିଠୁ ୫ଦିନ ଯାଏ ବର୍ଷା

ଭୁବନେଶ୍ବର,୩୦ା୯(ଏସଏସନିଉଜ)ସକ୍ରିୟ ହୋଇଛି ଲଘୁଚାପ। ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପୂର୍ବ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି…
Read More...