୨୦ ଫୁଟ୍ ତଳକୁ ଖସିଲା କାର୍

0 62

ସୁନ୍ଦରଗଡ଼,୧୯ା୧୧(ଏସଏସନିଉଜ) ମହୁଲପଦା ଥାନାର ନଗରିଆ ପୋଲ ତଳକୁ ଭାରସମ୍ୟ ହରାଇ ଏକ କାର ଖସିପଡିଛି ।କାରଟି ପ୍ରାୟ ୨୦ ଫୁଟ ତଳକୁ ଖସିପଡିଥିବାରୁ ଜଣେ ଆହତ ହୋଇଥିବାବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ହେଲେ କେନ୍ଦୁଝର କାଦଡ଼ିଆର ଅଜିତ ମହାନ୍ତ ଓ ଡ୍ରାଇଭର ଓମକାର ବେହେରା । ଉଭୟଙ୍କୁ ରାଉରକେଲା ଚିକିସ୍‌ାପାଇଁ ଆରଜିଏଚକୁ ସ୍ଥାନାନ୍ତର କରାଯାଇଛି । ଗତକାଲି ବିଳମ୍ବିତ ରାତିରେ କେନ୍ଦୁଝରରୁ ରାଉରକେଲା ଅଭିମୁଖେ ଯାଉଥିବା ବେଳେ କାରଟି ଦୁର୍ଘଟଣାଗସ୍ତ ହୋଇଥିଲା ।ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.