ଭୁବନେଶ୍ୱର,୧୮।୬(ଏସଏସନିଉଜ)୨୦ରେ ଭୁବନେଶ୍ବର, କଟକ ମହାନଗରରେ ସ୍କୁଲ୍ ଛୁଟି।
ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା, କଟକଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି।ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଦୃଷ୍ଟିରୁ ସ୍କୁଲ୍ ଛୁଟି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିପାଇଁ ବିପୁଳ ଜନସମାଗମ ହେବ।ଟ୍ରାଫିକ୍ ସମସ୍ୟା ଆଶଙ୍କା କରି ସ୍କୁଲ୍ ଛୁଟିପାଇଁ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।
Prev Post
Next Post
