୨୦ରୁ +୩ ନାମଲେଖା ଆବେଦନ

0 438

ଭୁବନେଶ୍ୱର,୧୭/୮(ଏସଏସନିୟୁଜ) ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଯୁକ୍ତ ୩ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।ଅଗଷ୍ଟ ୨୦ ତାରିଖ ସକାଳ ୧୧ଟାରୁ ସେପ୍ଟେମ୍ବର ୪ ତାରିଖ ରାତି ୧୧ଟା ୪୫ ମିନିଟ୍ ଯାଏଁ +୩ ନାମଲେଖା ପାଇଁ ଅନଲାଇନରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ସେପ୍ଟେମ୍ବର ୯ରୁ ୧୪ ତାରିଖ ରାତି ୧୧ଟା ୪୫ ମିନିଟ୍ ଯାଏଁ ଯାଏଁ ସାମସ ପୋର୍ଟାଲରେ ଅନଲାଇନ୍ ଫି ଦାଖଲ କରିପାରିବେ ଛାତ୍ରଛାତ୍ରୀ। ସେପ୍ଟେମ୍ବର ୯ ତାରିଖରେ ପ୍ରଥମ ମେରିଟ୍ ଓ ୨୧ ତାରିଖରେ ଦ୍ୱିତୀୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ ।

Leave A Reply

Your email address will not be published.