୨୪ ଘଂଟାରେ ୬୫୯୯ ଆକ୍ରାନ୍ତ

0 381

ଭୁବନେଶ୍ୱର,୨୬/୪(ଏସ୍‌ଏସ୍‌ନିୟୁଜ) ପୁଣି ଆଜି ରାଜ୍ୟରେ ୬୫୯୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କରୋନା ସଂକ୍ରମିତ ଚିହ୍ନଟ ମଧ୍ୟରେ କ୍ୱାରେଣ୍ଟିନରୁ ୩୮୨୭ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ଅଛନ୍ତି ୨୭୭୨ଜଣ ।ନୂଆ ସଂକ୍ରମିତଙ୍କ ମଧ୍ୟରେ ନୂଆପଡାରୁ ୫୫୧, କଳାହାଣ୍ଡିରୁ ୫୧୮, କଟକରୁ ୪୮୮, ଝାରସୁଗୁଡାରୁ ୪୩୬, ସୁନ୍ଦରଗଡରୁ ୪୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗଞ୍ଜାମରୁ ୩୨୩, ଯାଜପୁରରୁ ୨୩୭, ସମ୍ବଲପୁରରୁ ୨୨୬, ନବରଙ୍ଗପୁରରୁ ୨୨୧, ବରଗଡରୁ ୨୦୩, , ଅନୁଗୁଳରୁ ୧୮୭, ପୁରୀରୁ ୧୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇବା ପରେ ୧୫ଟି ଜିଲ୍ଲା ରେଡ୍ ଜୋନକୁ ଚାଲିଯାଇଛି । ନୂଆପଡ଼ାରୁ ୫୫୧, କଳାହାଣ୍ଡିରୁ ୫୧୮, କଟକ- ୪୮୮, ଝାରସୁଗୁଡ଼ାରୁ ୪୩୬,ସୁନ୍ଦରଗଡ଼ରୁ- ୪୩୪, ଗଞ୍ଜାମରୁ ୩୨୩, ଯାଜପୁରରୁ ୨୩୭, ସମ୍ବଲପୁରରୁ ୨୨୬, ନବରଙ୍ଗପୁରରୁ ୨୨୧, ବରଗଡ଼ରୁ ୨୦୩, ଅନୁଗୁଳରୁ ୧୮୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ମୟୂରଭଞ୍ଜରୁ ୧୮୦, କେନ୍ଦୁଝରରୁ ୧୬୬, ପୁରୀରୁ ୧୪୫, ବାଲେଶ୍ୱରରୁ ୧୩୭, ସୁବର୍ଣ୍ଣପୁରରୁ ୧୨୯, ରାୟଗଡ଼ାରୁ ୧୧୭, ବଲାଙ୍ଗିରରୁ ୯୮, ଜଗତସିଂହପୁରରୁ ୯୩, ନୟାଗଡ଼ରୁ ୯୧, ଭଦ୍ରକରୁ ୮୭, ଗଜପତିରୁ ୮୧, ବୌଦ୍ଧରୁ ୭୦, କୋରାପୁଟରୁ ୬୯, କେନ୍ଦ୍ରାପଡାରୁ ୩୮, ଦେବଗଡ଼ରୁ ୩୮, କନ୍ଧମାଳରୁ ୩୫, ମାଲକାନଗିରିରୁ ୨୨, ଢେଙ୍କାନାଳରୁ ୨୦ଓ ଷ୍ଟେଟପୁଲ ୨୦୧ ଜଣ ଚିହ୍ନଟ ହୋଇଛନ୍ତି ।ଏମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୫୮ ସଂକ୍ରମିତ ଚିହ୍ନଟ ହୋଇଛି । ତେବେ କରୋନା ମୃତକଙ୍କ ସଂଖ୍ୟା ଆଉ ୯ କୁ ବୃଦ୍ଧିପାଇଛି । ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇବାଫଳରେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୯୭କୁ ବୃଦ୍ଧି ପାଇଥିାବନେଇ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.