୩୦ ଜିଲ୍ଲା ପାଇଁ ନାମ ଘୋଷଣା

0 186

ଭୁବନେଶ୍ୱର,୨୨/୯(ଏସଏସ ନିଉଜ)ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାମ ଘୋଷଣା କଲେ ସରକାର । ସମସ୍ତ ୩୦ ଜିଲ୍ଲା ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି । ମନ୍ତ୍ରୀ ଅଶୋକପଣ୍ଡାଙ୍କୁ ଅନୁଗୁଳ ଓ ରୋହିତ ପୂଜାରୀଙ୍କୁ ବଲାଙ୍ଗିର ଦାୟିତ୍ୱ ମିଳିଛି। ଅନନ୍ତଦାସଙ୍କୁ ବାଲେଶ୍ୱର, ଦେବେଶ ଆଚାର୍ଯ୍ୟଙ୍କୁ ବରଗଡ଼ ଦାୟିତ୍ୱ ମିଳିଛି।କଟକ ଦାୟିତ୍ୱରେ ପ୍ରମୋଦ ମଲ୍ଲିକ, ଗଞ୍ଜାମ ଦାୟିତ୍ୱରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଜଗତସିଂହପୁର ଦାୟିତ୍ୱରେ ପ୍ରମିଳା ମଲ୍ଲିକ, ସମୀର ଦାଶଙ୍କୁ ଯାଜପୁର, ନବ ଦାସଙ୍କୁ କଳାହାଣ୍ଡି, କେନ୍ଦ୍ରାପଡ଼ା ଦାୟିତ୍ୱରେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ରାଜେନ୍ଦ୍ର ସାହୁଙ୍କୁ ଖୋର୍ଦ୍ଧା, ତୁଷାରକାନ୍ତି ବେହେରାଙ୍କୁ ମାଲକାନଗିରି ଦାୟିତ୍ୱ ମିଳିଛି।

Leave A Reply

Your email address will not be published.