୩ ବାଇକ୍ ଆରୋହୀ ମୃତ୍ୟୁ

0 189

ଭଦ୍ରକ, ୧୫/୧୨(ଏସଏସନିୟୁଜ) ଭଦ୍ରକ ଜିଲ୍ଲା ସବାରଙ୍ଗ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।
ଟ୍ରକ୍ ଧକ୍କାରେ ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଯାଇଛି । ଦୁର୍ଘଟଣା ଘଟାଇ ଚାଳକ ଫେରାର ହୋଇଯାଇଥିବାବେଳେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଛି ଓ ଅନ୍ୟ ଦୁଇଜଣଙ୍କର ମେଡିକାଲରେ ମୃତ୍ୟୁ ହୋଇଛି ।

Leave A Reply

Your email address will not be published.