ତିନିଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

0 161

ଭୁବନେଶ୍ୱର,୧୧/୯(ଏସଏସ ନିଉଜ)ଆସନ୍ତା ୧୩ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନିଦିନିଆ ମୁମ୍ବାଇ ଗସ୍ତରେ ଯିବେ। ସେପ୍ଟେମ୍ବର ୧୪ରେ ମୁମ୍ବାଇର ଟ୍ରାଇଡେଣ୍ଟ୍‌ ହୋଟେଲ ରେ ଆୟୋଜନ ହେବାକୁ ଥିବା ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌’ରେ ମୁଖ୍ୟମନ୍ତ୍ରୀ ଯୋଗଦେବେ। ଏଥି‌ରେ ଦେଶର ବିଶିଷ୍ଟ ଉଦ୍ୟୋଗପତିମାନେ ଯୋଗ ଦେବାର କାର୍ଯ୍ୟକ୍ରମର ରହିଛି। ଓଡ଼ିଶାରେ ପୁଞ୍ଜିନିବେଶ କରିବା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅନୁରୋଧ କରିବେ ବୋଲି ଜଣା ପଡ଼ିଛି।ମୁଖ୍ୟମନ୍ତ୍ରୀ ସେପ୍ଟେ ମ୍ବର ୧୫ରେ ଭୁବନେଶ୍ବର ଫେରି ବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.