୩ଲକ୍ଷ ଟଙ୍କାର ନକଲି ନୋଟ୍ ଜବତ

0 283

ଭୁବନେଶ୍ବର୨୬/୧୧(ଏସଏସନିୟୁଜ) କୋରାପୁଟ ଜିଲ୍ଲା ସୁନାବେଡା ବସଷ୍ଟାଣ୍ଡରୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍ ନକଲି ନୋଟ୍ ଜବତ କରି ଜଣଙ୍କୁ ଗିରଫ କରିଛି। ସୁନାବେଡା ବସଷ୍ଟାଣ୍ଡରୁ ୩ ଲକ୍ଷ ୨୮ ହଜାର ୩୦୦ ଟଙ୍କାର ନକଲି ନୋଟ୍ ଜବତ କରିଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍ । ନକଲି ନୋଟ୍ ରଖିଥିବା ଅଭିଯୋଗରେ କୋରାପୁଟ ନନ୍ଦପୁରର ଯୁବକ ଅନାମ ଖିଲୋକୁ ଗିରଫ କରି ତଦନ୍ତ ଆରମ୍ଭ କରିଥିବା ବେଳେ ସୁନାବେଡା ଥାନାରେ ଏ ନେଇ ମାମଲା ରୁଜୁ ହୋଇଛି ।

Leave A Reply

Your email address will not be published.