ଭୁବନେଶ୍ଵର,୧।୫(ଏସଏସନିୟୁଜ)ଆସନ୍ତା ୭ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।
କାଲି ମୟୂରଭଞ୍ଜ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜୱାର୍ଣ୍ଣିଂ ଜାରି କରାଯାଇଛି।କୁଆପଥର ବର୍ଷା ସହ ୫୦ରୁ ୬୦ କିମି ବେଗରେ ପବନ ବହିବ।ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।ସେଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ,ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର, କୋରାପୁଟ ଓ ରାୟଗଡ଼ା।
Prev Post
Next Post
