୭ ରୁ ଖୋଲିବ ସ୍କୁଲ ଓ କଲେଜ୍‌

0 238

ଭୁବନେଶ୍ୱର,୩/୨(ଏସଏସନିଉଜ) ରାଜ୍ୟରେ ଆସନ୍ତା ୭ ତାରିଖରୁ ସ୍କୁଲ କଲେଜ୍‌, ୟୁନିଭର୍ସିଟି ଖୋଲିବା ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି । ଏହାସହ ସ୍କୁଲ, କଲେଜ ସହ ସଂପୃକ୍ତ ହଷ୍ଟେଲଗୁଡ଼ିକ ମଧ୍ୟ ଖୋଲିବ। । କେଜିରୁ ସପ୍ତମ ପର୍ଯ୍ୟନ୍ତ ସ୍କୁଲ ଫେବ୍ରୁଆରୀ ୧୪ରୁ ଖୋଲିବ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି। ପିଲାମାନେ ନିଜ ଇଚ୍ଛାରେ ଅଫଲାଇନ/ଅନଲାଇନ କ୍ଲାସ କରିପାରିବେ।

Leave A Reply

Your email address will not be published.