୮ରେ ପ୍ରକାଶ ପାଇବ ଯୁକ୍ତଦୁଇ କଳା ରେଜଲ୍ଟ

0 112

ଭୁବନେଶ୍ୱର,୬/୮(ଏସଏସନିଉଜ) ୮ ତାରିଖ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ, । ଯୁକ୍ତ ଦୁଇ କଳା ସହ ଧନ୍ଦାମୂଳକ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପ୍ରକାଶ ପାଇବ । https://orissaresults.nic.in ରେ ଉପଲବ୍ଧ ହେବ ରେଜଲ୍ଟ ।ରେଜଲ୍ଟ ଘୋଷଣା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

 

Leave A Reply

Your email address will not be published.