ଧରାପଡିଲେ ବିଇଓ ଓ କିରାଣି

0 314

ସୁନ୍ଦରଗଡ,୪/୩(ଏସ ଏସ ନିୟୁଜ) ସୁନ୍ଦରଗଡ ହେମଗିରିର ବିଇଓ ଓ କିରାଣି ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ୟୁସି ଦେବାକୁ ସାହସପୁର ସ୍କୁଲ ପ୍ରଧାନଶିକ୍ଷକଙ୍କଠାରୁ ୩୫ ହଜାର ଟଙ୍କା ଲାଞ୍ଚ ବିଇଓ ସୁରେନ୍ଦ୍ର ସାହୁ ଓ କିରାଣି ବିରଞ୍ଚି ଖିଲେଇ ନେଉଥିବା ବେଳେ ଭିଜିଲାନ୍ସ ହାବୁଡରେ ପଡିଥିଲେ ।

Leave A Reply

Your email address will not be published.