ଭାଉଜର ଗଳା କାଟିଲା ଦିଅର

0 292

କଟକ,୨/୪(ଏସଏସନିୟୁଜ) ଚାଉଳିଆଗଞ୍ଜ ଥାନା ଅନ୍ତର୍ଗତ ଶିଖରପୁର ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ଥିଲେ ବି ପାରିବାରିକ ଜମିଜମା ବିବାଦ ର କାରଣ ଥାଇପାରେ ବୋଲି କୁହାଯାଉଛି । ଏହାକୁ କେନ୍ରକରି ଭାଉଜର ଗଳା କାଟିଛି ଦିଅର । ଘଟଣାର ଅଭିଯୁକ୍ତକୁ ଥାନାରେ ଅଟକ ରଖି ପୋଲିସ ଛାନଭିନ୍ ଆରମ୍ଭ କରିଛି । ସାଇଣ୍ଟିଫିକ୍ ଟିମ ଘଟଣାସ୍ଥଳରେ ପହଞ୍ଚିବା ପରେ ମୃତ ଶରୀରକୁ ବ୍ୟବଛେଦ ପାଇଁ ପଠାଯାଇଛି ।

Leave A Reply

Your email address will not be published.