ବିନା ଭକ୍ତରେ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା

0 219

ପୁରୀ,୩୧/୫(ଏସଏସନିୟୁଜ) ଜୁନ ୨୪ତାରିଖରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା । ଚଳିତ ବର୍ଷ ମଧ୍ୟ ବିନାଭକ୍ତରେ ହେବ ଦେବସ୍ନାନ ପୂର୍ଣ୍ଣିମା । ୧୪୪ ଧାରା ଜାରି କରି ଦେବସ୍ନାନ ପୂର୍ଣ୍ଣିମା ପାଳନ କରାଯିବ । ଦେବସ୍ନାନ ପୂର୍ଣ୍ଣିମା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭହେବାସହ ଭର୍ଚ୍ୟୁଆଲ୍ ବୈଠକରେ ନିଆଗଲା ଏଭଳି ନିଷ୍ପତ୍ତି । ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଲେ ପୁରୀ ଜିଲ୍ଲାପାଳ ।

Leave A Reply

Your email address will not be published.