ଏମ୍ ସ୍ ପରିସରରେ ଅଗ୍ନିଶମ ସେବା କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ମଞୁରୀ

0 156

ଭୁବନେଶ୍ୱର,୬/୭(ଏସ ଏସ ନିୟୁଜ)ଭୁବନେଶ୍ୱର AIIMS ପରିସରରେ ଏକ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଞୁର କରିଛନ୍ତି ।

ଏହି କେନ୍ଦ୍ର ରେ ଜଣେ ଷ୍ଟେସନ ଅଫିସର ଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ ।ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି କରିଛନ୍ତି ।ଏମ୍ସ ପରି ଏକ ସର୍ଵଭାରତୀୟ ଚିକିତ୍ସା ପ୍ରତିଷ୍ଠାନ ର ଅଗ୍ନି ନିରାପତ୍ତା କୁ ସୁଦୃଢ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।ସୂଚନାଯୋଗ୍ୟ ଯେ SCB medical college cuttack .MKCG medical college Berhampur ଓ VIMSAR Burla ରେ ଗୋଟିଏ ଗୋଟିଏ ଅଗ୍ନିଶମ ସେବା କେନ୍ଦ୍ର ରହିଛି । ସାରା ରାଜ୍ୟରେ ବର୍ତ୍ତମାନ 338 ଟି ଅଗ୍ନିଶମ ସେବା କେନ୍ଦ୍ର ବିପଦ ଆପଦ ସମୟରେ ଲୋକଙ୍କୁ ସେବା ଯୋଗାଉଛି ।

Leave A Reply

Your email address will not be published.