ଏଣିକି ସୈନିକ ସ୍କୁଲରେ ପଢିବେ ଝିଅ

0 161

ଭୁବନେଶ୍ୱର,୧୫/୮(ଏସଏସନିୟୁଜ) ଏଣିକି ସୈନିକ ସ୍କୁଲରେ ଝିଅମାନଙ୍କୁ ପଢ଼ିବାର ସୁଯୋଗ ମିଳିବ । ପୂର୍ବରୁ କେବଳ ମିଜୋରାମର ସୈନିକ ସ୍କୁଲରେ ଛାତ୍ରୀଙ୍କୁ ପଢିବାକୁ ସୁଯୋଗ ଦିଆଯାଇଥିଲା । କିନ୍ତୁ ଏବେ ଦେଶର ସବୁ ସୈନିକ ସ୍କୁଲରେ ଛାତ୍ରୀଙ୍କୁ ପଢିବାକୁ ସୁଯୋଗ ମିଳିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି । ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାରୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବୋଧନ କରିବାସହ ଅନେକ ବଡ଼ ବଡ଼ ଘୋଷଣା ମଧ୍ୟ କରିଛନ୍ତି ।

Leave A Reply

Your email address will not be published.