ପୌର ନିର୍ବାଚନ ପାଇଁ ଫିଟିଲା ବାଟ

0 276

ଭୁବନେଶ୍ୱର, ୭/୯(ଏସଏସନିୟୁଜ) ପୌର ନିର୍ବାଚନ ପାଇଁ ଫିଟିଲା ବାଟ ।ଏଥିନିମନ୍ତେ ଆଜି ବିଧାନସଭାରେ ମ୍ୟୁନିସପାଲ ଆଇନ ସଂଶୋଧନ ବିଲ୍ ପାରିତ ହୋଇଛି ।ଏହି ଆଧାରରେ ଏସସି, ଏସଟି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ରହିଛି । ସଂଶୋଧିତ ଆଇନ ଅନୁସାରେ ପ୍ରଥମେ ଏସସି, ଏସଟିଙ୍କୁ ସଂରକ୍ଷଣ ଓ ପରେ ଅବଶିଷ୍ଟ ଅଂଶକୁ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ କରାଯିବ ।କିନ୍ତୁ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷିତ ଆସନ ୨୭ ପ୍ରତିଶତରୁ କମ୍ ହେବ ନାହିଁ ବୋଲି କୁହାଯାଇଛି ।

Leave A Reply

Your email address will not be published.