ରାଉରକେଲାରେ ସ୍ୱାସ୍ଥ୍ୟକାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0 216

ରାଉରକେଲା,୧୪/୯(ଏସଏସନିୟୁଜ)ଆଜି ରାଉରକେଲାର ଆଇଜିଏଚ ସୁପର ସ୍ପେଶାଲିଟି ହସ୍ପିଟାଲ ପରିସରରେ ଆୟୋଜିତ କାର‌୍ୟ୍ୟକ୍ରମରେ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ସୁନ୍ଦରଗଡ଼ ଜିଲା ପାଇଁ ଏହି ସ୍ୱାସ୍ଥ୍ୟ ସେବାର ଶୁଭାରମ୍ଭ କରି ପ୍ରତ୍ୟେକ ପରିବାର ଓ ପ୍ରତ୍ୟେକ ଜୀବନ ମୋ ପାଇଁ ମୂଲ୍ୟବାନ ବୋଲି କହିଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬୦୦ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ।୫ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ, ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସମେତ ସ୍ଥାନୀୟବିଧୟଲାମନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.