୨୬ ଛାତ୍ରୀ କରୋନା ପଜିଟିଭ୍

0 253

ମୟୁରଭଞ୍ଜ, ୨୭/୧୧(ଏସଏସନିୟୁଜ) ମୟୁରଭଞ୍ଜ ଠାକୁରମୁଣ୍ଡା ବ୍ଲକ୍ ର ଚମକପୁର ଆଦିବାସୀ ବାଳିକା ସ୍କୁଲରୁ ଏହି ୨୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ଆକ୍ରାନ୍ତ ହେବାର ଜଣାପଡିବାପରେ ଛାତ୍ରୀମାନଙ୍କୁ ବିଦ୍ୟାଳୟ ପରିସରରେ ସଙ୍ଗରୋଧରେ ରଖାଯିବା ସହ ସେମାନଙ୍କ ଚିକିତ୍ସା ଆରମ୍ଭ କରାଯାଉଛି ।

Leave A Reply

Your email address will not be published.