ବାଜିଲା ପଞ୍ଚାୟତ ନିର୍ବାଚନ ବିଗୁଲ

0 311

ଭୁବନେଶ୍ୱର,୧୧/୧(ଏସ ଏସ ନିଉଜ)ପଞ୍ଚାୟତ ନିର୍ବାଚନ ନେଇ ବାଜିଲା ବିଗୁଲ । ୫ଟି ପର୍ଯ୍ୟାୟରେ ହେବ ପଞ୍ଚାୟତ ନିର୍ବାଚନ .ଫେବ୍ରୁଆରୀ ୧୬ – ପ୍ରଥମ ପର୍ଯ୍ୟାୟ,ଫେବ୍ରୁଆରୀ ୧୮ – ଦ୍ୱିତୀୟ ପର୍ଯ୍ୟାୟ, ଫେବ୍ରୁଆରୀ ୨୦ – ତୃତୀୟ ପର୍ଯ୍ୟାୟ,ଫେବ୍ରୁଆରୀ ୨୨ – ଚତୁର୍ଥ ପର୍ଯ୍ୟାୟ, ଫେବ୍ରୁଆରୀ ୨୪ – ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ହେବା ନେଇ ରାଜ୍ୟ ନିର୍ବାଚନ କମିଶନରଙ୍କ ପ୍ରେସମିଟ୍ ରେ ଘୋଷଣା କରିଛନ୍ତି ।ସବୁ ବ୍ଲକସ୍ତରରେ ଭୋଟ ଗଣତି ହେବ ।ଏହାସହ ସକାଳ ୭ଟାରୁ ଦିନ ଗୋଟାଏ ଯାଏଁ ମତଦାନ ଚାଲିବ ।
ପ୍ରାର୍ଥୀ ଭୁଲ ତଥ୍ୟ ଦେଇଥିଲେ ଦଣ୍ଡିତ ହେବେ ।କୋଭିଡ୍ ନିୟମ ଅନୁସାରେ ନିର୍ବାଚନ ଅନୁଷ୍ଠିତ ହେବାସହ ପଦଯାତ୍ରା, ବାଇକ୍ ଓ ସାଇକେଲ୍ ଶୋଭାଯାତ୍ରା କୁ ବାରଣ କରାଯାଇଛି।

Leave A Reply

Your email address will not be published.