ଆଇପିଏସ ସ୍ତରରେ ବଡଧରଣର ଅଦଳବଦଳ

0 178

ଭୁବନେଶ୍ୱର,୨୯/୪(ଏସ ଏସ ନିଉଜ)ଆଇପିଏସ ସ୍ତରରେ ବଡଧରଣର ଅଦଳବଦଳ ହୋଇଛି । ଭୁବନେଶ୍ୱର ଡିସିପି ଭାବେ ପ୍ରତୀକ ସିଂଙ୍କୁ ଦାୟିତ୍ୱ ମିଳିଛି । ପିନାକ ମିଶ୍ର କଟକ ଡିସିପି, ସନ୍ତୋଷ ଉପାଧ୍ୟାୟଙ୍କୁ ଅଗ୍ନିଶମ ବିଭାଗ ଡିଜି,ସଞ୍ଜୀବ ପଣ୍ଡାଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ, ଉମାଶଙ୍କର ଦାସଙ୍କୁ କଟକ -ଭୁବନେଶ୍ୱର ଅତିରିକ୍ତ ପୋଲିସ କମିଶନର,ଶ୍ରବଣ ବିବେକ ବ୍ରହ୍ମପୁର ଏସପି, ଅଳିଳାଷ ଜୀ କଳାହାଣ୍ଡି ଏସପି, ସିଦ୍ଧାର୍ଥ କାଟତିଆ ଖୋର୍ଦ୍ଧା ଏସପି, ଅଲେଖ ପହୀ ନୟାଗଡ ଏସପି, ଏସ ସୁଶ୍ରୀ ନବରଙ୍ଗପୁର ଏସପି, ପରମାର ସ୍ମିତ ପରଷୋତ୍ତମ ଦାସ ବରଗଡ ଏସପି, ରାହୁଲ ଜୈନ ଝାରସୁଗୁଡା ଏସପି, ଶ୍ରବଣ ବିବେକ ଏମ ବ୍ରହ୍ମପୁର, ଅଭିଳାଷ ଜିଙ୍କୁ କଳାହାଣ୍ଡି ଏସପି ଭାବେ ଦାୟିତ୍ୱ ଦିଆଯାଇଛି ।

Leave A Reply

Your email address will not be published.