୩୦ କିମ୍ବା ୩୧ରେ ଯୁକ୍ତଦୁଇ ପରୀକ୍ଷାଫଳ

0 129

ଭୁବନେଶ୍ୱର,୨୬।୫(ଏସଏସନିଉଜ)ଆସନ୍ତା ୩୦ କିମ୍ବା ୩୧ ତାରିଖରେ ପ୍ରକାଶ ପାଇବ ଯୁକ୍ତଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ।ଏହାସହ ଜୁନ୍ ୮ସୁଦ୍ଧା କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ପ୍ରକାଶ ପାଇବାକୁ ଯାଉଛି ।ଆସନ୍ତା ୩୦ କିମ୍ବା ୩୧ରେ ବାହାରିପାରେ ଯୁକ୍ତ ୨ ପରୀକ୍ଷା ଫଳ । ୨୮ ତାରିଖରେ ଯୁକ୍ତଦୁଇ ପରୀକ୍ଷାଫଳ ତାରିଖ ଘୋଷଣା କରାଯିବ । ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ ପାଇବା ନେଇ ସୂଚନା ଦେଇଛନ୍ତି ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ।

Leave A Reply

Your email address will not be published.