ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା

ଭୁବନେଶ୍ୱର,୧୩ା୮(ଏସଏସନିଉଜ)ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ୬ ଲେନ୍ ବିଶିଷ୍ଟ ହେବ ଭୁବନେଶ୍ୱର-ପୁରୀ ରାସ୍ତା । ଖର୍ଚ୍ଚ ହେବ ୧୮ ଶହ କୋଟି ଟଙ୍କା ।ଏହାସହ ବ୍ୟସ୍ତବହୁଳ ବଡ଼ବିଲ-ଚଣ୍ଡିଖୋଲ ରାସ୍ତା ହେବ ୮ ଲେନ୍‌ାପ୍ରାୟ ୨ଶହ କିମି ରାସ୍ତା ବଡ଼ବିଲ-ଚଣ୍ଡିଖୋଲ ହେବ ୮ ଲେନ୍‌ାଗଡ଼କରୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଏହି ସୂଚନା ରହିଛି ।୮ ଲେନ୍ ରାସ୍ତା ସହ ୨ ଲେନ୍ ସର୍ଭିସ ରୋଡ୍ ବି ରହିବାଖୋର୍ଦ୍ଧା-ନୟାଗଡ଼ ଏନ୍‌ଏଚ୍‌-୫୭ ହେବ ୪ ଲେନ୍‌ା୪ ଲେନ୍ ସହ ସର୍ଭିସ ରୋଡ୍ ମଧ୍ୟ ରହିବ, ୧୧ଶହ କୋଟି ଖର୍ଚ୍ଚ ହେବାକେସିଙ୍ଗା-ଜୁନାଗଡ଼ ଏନ୍‌ଏଚ୍‌-୨୬ ମଧ୍ୟ ୪ ଲେନ୍ ହେବାକେସିଙ୍ଗା-ଜୁନାଗଡ଼ ୪ ଲେନ୍ ରାସ୍ତା ପାଇଁ ଖର୍ଚ୍ଚ ହେବ ୧ ହଜାର କୋଟିାରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିବା ପରେ ପ୍ରେସମିଟ୍‌ରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀା

- Advertisement -

Leave A Reply

Your email address will not be published.