ଭୁବନେଶ୍ଵର,୨।୫(ଏସଏସନୀୟୂଜ୍)ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି।ଚଳିତ ବର୍ଷ ପାସ୍ହାର ରହିଛି ୯୪.୯୩%।ଚଳିତ ବର୍ଷ ମାଟ୍ରିକପରୀକ୍ଷା ଦେଇଥିଲେ ୫ ଲକ୍ଷ ୨ ହଜାର ୪୧୭ ଜଣ ।ସେଥିମଧ୍ୟରୁ ପାସ୍ କରିଛନ୍ତି ୪ ଲକ୍ଷ ୮୪ ହଜାର ୫୬୩ ଜଣ ।ସେମାନଙ୍କ ମଧ୍ୟରୁ ୧୮୧୨ ଜଣ A1 ଗ୍ରେଡ ପାଇଥିବାବେଳେ, ୧୨ ହଜାର ୨୦୦ ଜଣ ଛାତ୍ରଛାତ୍ରୀ A2 ଗ୍ରେଡ ପାଇଛନ୍ତି । ସେହିପରି B1 ଗ୍ରେଡ ପାଇଛନ୍ତି ୩୮ ହଜାର ୮୩୧ ଜଣ ଛାତ୍ରଛାତ୍ରୀ ।
