୧୨ ବର୍ଷର ନାବାଳିକାକୁ ଦୁଷ୍କର୍ମ

ପୁଣି ଗଞ୍ଜାମ ଜିଲ୍ଲାରେ ଲଜ୍ଜ୍ୟା

ଗଞ୍ଜାମ,୧।୭(ଏସଏସନିଉଜ)ପୁଣି ଏକ ଲଜ୍ଜ୍ୟା ଜନକ ଘଟଣା ସାମ୍ନାକୁ ଆସୁଛି। ଗୋଳନ୍ଥରାଥାନା ଅଞ୍ଚଳରେ ୧୨ବର୍ଷର ନାବାଳିକାକୁ ଦୁଷ୍କର୍ମ କରିବା ଅଭିଯୋଗରେ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି।ଉକ୍ତ ନାବାଳିକାକୁ ହାତଗୋଡ଼ ବାନ୍ଧି ଜଣେ ୧୯ବର୍ଷର ଯୁବକ ଦୁଷ୍କର୍ମ କରୁଥିବା ଖବରପାଇଥିଲେ।ଘଟଣାସ୍ଥଳରେ ପରିବାରଲୋକେ ପହଞ୍ଚି ଅଭିଯୁକ୍ତକୁ କାବୁ କରି ନାବାଳିକାକୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାକୁ ଭର୍ତ୍ତି କରିଥିଲେ। ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ପୋଲିସ ଏକ ମକଦ୍ଦମା ରୁଜୁକରି ଉଭୟଙ୍କୁ ଡ଼ାକ୍ତରୀମାଇନା କରିଛି। ଅନ୍ୟପଟେ ଅଭିଯୁକ୍ତକୁ ଆଜି କୋର୍ଟଚାଲାଣ କରିବ ବୋଲି ପୋଲିସ ସୂଚନା ଦେଇଛି।

- Advertisement -

Leave A Reply

Your email address will not be published.