୨୭ରେ ବ୍ରହ୍ମପୁର ଆସିବେ ମୋଦି

ମୋଦିଙ୍କ ଭେଟି

ଭୁବନେଶ୍ୱର,୧୩।୯(ଏସଏସନିଉଜ)ଆସନ୍ତା ୨୭ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି।ସେବାପକ୍ଷ କାର୍ଯ୍ୟକ୍ରମରେ ଯୋଗଦେବେ ମୋଦି।ବ୍ରହ୍ମପୁର ସମାବେଶରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ।ଅନ୍ୟପଟେ ମିଜୋରାମରେ ଗଡ଼ିଲା ଟ୍ରେନ୍‌।
ମିଜୋରାମକୁ ପ୍ରଧାନମନ୍ତ୍ରୀ ମୋଦି ବଡ଼ଭେଟି ଦେଇଛନ୍ତି।ରେଲୱେ ମାନଚିତ୍ରରେ ଯୋଡ଼ି ହେଲା ମିଜୋରାମ।୧୨୭ ବର୍ଷରେ ମିଜୋରାମରେ ଗଡ଼ିଲା ପ୍ରଥମ ଟ୍ରେନ୍‌।ମିଜୋରାମରେ ପ୍ରଥମ ରେଲୱେ ଲାଇନ୍‌ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ବୈରାବୀ- ସୈରାଙ୍ଗ ରେଲୱେ ଲାଇନ ଉଦ୍‌ଘାଟନ କଲେ।୩ଟି ନୂଆ ଏକ୍ସପ୍ରେସ୍‌ ଟ୍ରେନ୍‌ର ବି ଶୁଭାରମ୍ଭ କଲେ।ମିଜୋରାମରେ ପ୍ରଥମ ରେଲୱେ ଲାଇନ୍‌ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ।ମିଜୋରାମ ବାସୀଙ୍କପାଇଁ ଆଜିର ଦିନ ଐତିହାସିକ ଦିନ କହିଲେ ମୋଦି।

- Advertisement -

Leave A Reply

Your email address will not be published.