ଲାଞ୍ଚ ନେଉଥିଲେ,ଧରିଲା ଭିଜିଲାନ୍ସ

କେନ୍ଦ୍ରାପଡ଼ା୨୩।୯(ଏସଏସନିଉଜ)ଭିଜିଲାନ୍ସ ଜାଲରେ ମହାକାଳପଡ଼ା ତହସିଲଦାର।ମହାକାଳ ପଡ଼ା ତହସିଲଦାର ଶିବ ପ୍ରସାଦ ମଲ୍ଲିକଙ୍କୁ ଧରିଲା ଭିଜିଲାନ୍ସ।୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ିବସିଲା ଭିଜିଲାନ୍ସ।ସରକାରୀ ଜମି ଜବରଦଖଲ ଉଚ୍ଛେଦ ଅର୍ଡର ପାଇଁ ଲାଞ୍ଚ ନେଉଥିଲେ।ତହସିଲଦାର ଙ୍କ ଘର ସମେତ ୪ଟି ସ୍ଥାନରେ ଚାଲିଛି ରେଡ୍‌।

- Advertisement -

Leave A Reply

Your email address will not be published.