ସମୃଦ୍ଧ ଓଡ଼ିଶା-୨୦୩୬ ଗଠନ ଆମର ଲକ୍ଷ୍ୟ – ମୁଖ୍ୟମନ୍ତ୍ରୀ

ବାଙ୍କୀ,୭।୧୦(ଏସଏସନିଉଜ)ମଙ୍ଗଳବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ବାଙ୍କୀସ୍ଥିତ ବରେନ୍ଦ୍ରକୃଷ୍ଣ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ଉଦ୍‍ଯାପନୀ ଉତ୍ସବରେ ଯୋଗ ଦେଇଛନ୍ତି।ସମୃଦ୍ଧ ଓଡ଼ିଶା-୨୦୩୬’ ଏବଂ ‘ବିକଶିତ ଭାରତ-୨୦୪୭’ ଗଠନ ଆମର ଲକ୍ଷ୍ୟ। ଏଥିରେ ଗୁଣାତ୍ମକ ଶିକ୍ଷା ଏବଂ ଛାତ୍ରଛାତ୍ରୀ ଉଭୟଙ୍କ ଭୂମିକା ଅତ୍ୟନ୍ତ ମହତ୍ତ୍ଵପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ ଛାତ୍ରଛାତ୍ରୀମାନେ କଠିନ ଅଧ୍ୟବସାୟ କରି ଉଜ୍ଜ୍ୱଳ ଭବିଷ୍ୟତ ଗଠନରେ ସଫଳ ହୋଇ ନିଜ ତଥା ପରିବାରର ଉନ୍ନତି ସହ ସମୃଦ୍ଧ ରାଜ୍ୟ ଏବଂ ଦେଶ ଗଠନରେ ବହୁମୂଲ୍ୟ ଯୋଗଦାନ ରଖିବାକୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ସମସ୍ତଙ୍କୁ ଆହ୍ୱାନ କରିଛନ୍ତି।

- Advertisement -

Leave A Reply

Your email address will not be published.