ଭୁବନେଶ୍ୱର,୧।୨(ଏସଏସନିଉଜ)ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ।କଲେଜରେ କ୍ଲାସ ନକରି ଖଟି କରୁଥିଲେ ଆକ୍ସନ୍ ନେବ ଉଚ୍ଚଶିକ୍ଷା ବିଭାଗ।କଠୋର କାର୍ଯ୍ୟାନୁଷ୍ଠାନ ସହ ବନ୍ଦ ହେବ ଦରମା।
ସବୁ ସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଏନେଇ ଆସିଛି ଚିଠି ।ଉଚ୍ଚଶିକ୍ଷା ବିଭାଗର ଅନୁଧ୍ୟାନ ବେଳେ ନଜରକୁ ଆସିଥିଲା ଅବହେଳା।କଟକ ଜିଲ୍ଲାର ୨ ସଂସ୍କୃତ ଅନୁଦାନପ୍ରାପ୍ତ କଲେଜରେ ଖଟି କରୁଥିଲେ ଅଧ୍ୟାପକ।କ୍ଲାସ୍ ନକରି ଅଧ୍ୟାପକ ଚେୟାର ବସି ମୋବାଇଲ୍ରେ ବ୍ୟସ୍ତ ଥିଲେ।
Prev Post
Next Post
