ବିଜେପି ଛାଡ଼ିଲେ ଜୀବନ ପ୍ରଦୀପ

ଭୁବନେଶ୍ୱର,୧୩।୩(ଏସଏସନିଉଜ)ବିଜେପି ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ।ରବୀନ୍ଦ୍ର ଜେନା ବିଜେପିରେ ସାମିଲ୍ ହେବା ପରେ ଦେଇଛନ୍ତି ଇସ୍ତଫା।ପ୍ରେସମିଟ୍‌ରେ ଇସ୍ତଫାର କାରଣ କହିଲେ ଜୀବନ ପ୍ରଦୀପ।ମୂଲ୍ୟବୋଧଯୁକ୍ତ ରାଜନୀତି ବିଚାରଠାରୁ ଦୂରେଇ ଯାଇଛି ବିଜେପି।
ନଚେତ୍‌ ଚିଟ୍‌ଫଣ୍ଡ ଅଭିଯୁକ୍ତକୁ ବିଜେପିରେ କିପରି ସାମିଲ୍‌ କରାଗଲା ବୋଲି ପ୍ରଶ୍ନ କରିଛନ୍ତି।ଜଣେ ଅଭିଯୁକ୍ତକୁ ଆଣି ଦଳରେ ସାମିଲ୍ କରିବା ରାଜ୍ୟ ବିଜେପିରେ ପ୍ରଥମ।୨୦୨୪ରେ କ୍ଷମତାକୁ ଆସିବା ପରେ ବିଜେପିର ନୈତିକ ପତନ ହୋଇଛି।ଭବିଷ୍ୟତ କାର୍ଯ୍ୟପନ୍ଥା ବାବଦରେ କୌଣସି ନିଷ୍ପତ୍ତି ନେଇନି ବୋଲି କହିଛନ୍ତି।

- Advertisement -

Leave A Reply

Your email address will not be published.