ବର୍ଷା ନେଇ ସତର୍କ ସୂଚନା

ବୌଦ୍ଧଜିଲ୍ଲାକୁ ରେଡ୍‌ ଆଲର୍ଟ

ଭୁବନେଶ୍ବର,୪।୭(ଏସଏସନିଉଜ)୨୪ ଘଣ୍ଟା ପାଇଁ ରାଜ୍ୟର ୫ ଜିଲ୍ଲାକୁ ଅତ୍ୟନ୍ତ ପ୍ରବଳ ବା ଭୀଷଣ ବର୍ଷା ନେଇ ରେଡ୍‌ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।ସେଗୁଡିକ ହେଲା କନ୍ଧମାଳ, ବୌଦ୍ଧ,ଅନୁଗୁଳ,ସୋନପୁର ଓ ସମ୍ବଲପୁର ଜିଲ୍ଲା।ତେବେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, ବରଗଡ଼, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।ଝାରସୁଗୁଡ଼ା,ଦେଓଗଡ଼ ,ସୁନ୍ଦରଗଡ଼,କେଉଁଝର, ମୟୁରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି।

- Advertisement -

Leave A Reply

Your email address will not be published.