ଅଶାନ୍ତ ହୋଇଛି ସୁନ୍ଦରଗଡ଼

ସୁନ୍ଦରଗଡ଼,୧୬।୧(ଏସଏସନିଉଜ)ସୁନ୍ଦରଗଡ଼ର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଦୁଇଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ସଂଘର୍ଷ ଯୋଗୁଁ ଭୟଙ୍କର ସ୍ଥିତି ଉପୁଜିଛି। ଯେଉଁଥିରେ ୪ ପୁଲିସ କର୍ମୀଙ୍କ ସମେତ ୧୨ ଆହତ ହୋଇଛନ୍ତି। ହିଂସାକାଣ୍ଡ ଓ ଉତ୍ତେଜନାକୁ କାବୁ କରିବା ପାଇଁ ସହରରେ ୧୬୩ ଧାରା ବଳବତ୍ତର ରହିଛି। ଇଣ୍ଟରନେଟ୍ ଉପରେ କଟକଣା ଲଗାଯାଇଛି। ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ସହରରେ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି। ଆଜି ସୁନ୍ଦରଗଡ଼ ସହରରେ ସ୍କୁଲ ଓ କଲେଜ ବନ୍ଦ ରହିଛି।

- Advertisement -

Leave A Reply

Your email address will not be published.