ଅବପାତର ରୂପ ନେଲା ଲଘୁଚାପ

0 166

ଭୁବନେଶ୍ୱର,୧୧/୯(ଏସ ଏସ ନିଉଜ)ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି।ଏହାର
ପ୍ରଭାବରେ ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ଲାଗି ରହିଛି ବର୍ଷା ।ସମୁଦ୍ର ଅଶାନ୍ତ ରହୁଥିବାରୁ ୧୨ ତାରିଖ ଯାଏଁ ସମୁଦ୍ର ମନା କରିଛି ପାଣିପାଗବିଭାଗ।

Leave A Reply

Your email address will not be published.