ଆକ୍ସନ୍ ମୋଡ଼ରେ ପୋଲିସ

ଭୁବନେଶ୍ୱର,୨୦।୭(ଏସଏସନିଉଜ)ବଳଙ୍ଗା ନାବାଳିକା ପୋଡ଼ି ମାମଲାରେ ପୀଡିତାଙ୍କ ପିଉସୀକୁ ଉଠାଇନେଲା ବଳଙ୍ଗା ପୋଲିସ । ପୂର୍ବରୁ ସାଙ୍ଗକୁ ବି ଥାନାରେ ହୋଇଥିଲା ଜେରା।ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି।ଭୁବନେଶ୍ବର ବିମାନବନ୍ଦରରୁ ଏୟାର ଆମ୍ବୁଲାନ୍ସରେ ଗଲେ।
ଦିଲ୍ଲୀ AIIMSରେ ପୀଡ଼ିତାଙ୍କର ହେବ ଅଧିକ ଚିକିତ୍ସା।

- Advertisement -

Leave A Reply

Your email address will not be published.