ଆଫଗାନିସ୍ତାନ ଦୂତାବାସ ବନ୍ଦ!

0 74

ଭୁବନେଶ୍ୱର,୧ା୧୦(ଏସଏସନିଉଜ) ଭାରତରେ ନିଜ ଦୂତାବାସ ବନ୍ଦ କଲା ଆଫଗାନିସ୍ତାନ।ଦିଲ୍ଲୀ ସ୍ଥିତ ଦୂତାବାସ ବନ୍ଦନେଇ ଆଫଗାନିସ୍ତାନ ଘୋଷଣା କରିଛି ।ବନ୍ଦପାଇଁ ୨ଟି ପ୍ରମୁଖ କାରଣ ଦର୍ଶାଇଛି ଦୂତାବାସ।ବନ୍ଦ ନିଷ୍ପତ୍ତିକୁ ଅତ୍ୟନ୍ତ ଦୁଃଖଦ ଓ ନିରାଶଜନକ ବୋଲି ପ୍ରେସ୍‌ରିଲିଜ୍ ରେ କୁହାଯାଇଛି ।ପ୍ରେସ୍‌ରିଲିଜ୍‌ରେ ତାଲିବାନୀ ଶାସନକୁ ଦାୟୀ କରିଛି ଦୂତାବାସ। ତାଲିବାନୀ ଶାସନକୁ ଅବୈଧ ସରକାର କହି ସମାଲୋଚନା କରିବାସହ ଭାରତ ସରକାରଙ୍କ ପକ୍ଷରୁ ମଧ୍ୟ ଯଥେଷ୍ଟ ସମର୍ଥନ ମିଳି ନଥିବା କୁହାଯାଇଛି।୨୦୨୧ରେ ଭାରତ ମଧ୍ୟ ଆଫଗାନିସ୍ତାନରେ ନିଜ ଦୂତାବାସ ବନ୍ଦ କରିଥିଲାା

Leave A Reply

Your email address will not be published.