ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ରାଷ୍ଟ୍ରପତି

ଭୁବନେଶ୍ୱର,୧୧।୨(ଏସଏସ ନିଉଜ)ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜଳାଭିଷେକ ସହ ୩୦ ମିନିଟ ଧରି ପୂଜାର୍ଚ୍ଚନା କରିବେ ରାଷ୍ଟ୍ରପତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ଉପସ୍ଥିତ ଅଛନ୍ତି l

- Advertisement -

Leave A Reply

Your email address will not be published.