ଆଜି ୧୧,୪୯୮ ପଜିଟିଭ ଚିହ୍ନଟ, ୨୫ ମୃତ

0 245

ଭୁବନେଶ୍ୱର,୨୦/୫(ଏସଏସନିୟୁଜ) ଆଜି ରାଜ୍ୟରେ ୨୪ ଘଣ୍ଟାରେ ୧୧ ହଜାର ୪୯୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟା କ୍ୱାରେଣ୍ଟାଇନରୁ ୬୪୩୯ ଜଣ ଓ ଲୋକାଲ କେସ୍ ୫୦୫୯ ଜଣ ରହିଡଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୧୪୯୭, କଟକରୁ ୧୧୦୭, ଅନୁଗୁଳରୁ ୮୬୭, ସୁନ୍ଦରଗଡ଼ରୁ ୭୦୩, ମୟୂରଭଞ୍ଜରୁ ୫୩୮, ବାଲେଶ୍ୱରରୁ ୫୨୪, ପୁରୀରୁ ୪୨୪ ବରଗଡ଼ରୁ ୩୯୫, ସମ୍ବଲପୁରରୁ ୩୯୩, ନୟାଗଡ଼ରୁ ୩୮୨, ଯାଜପୁରରୁ ୩୭୮, ଜଗତସିଂହପୁରରୁ ୩୨୫, ବୌଦ୍ଧରୁ ୩୧୩, ବଲାଙ୍ଗିରରୁ ୨୯୪, କୋରାପୁଟରୁ ୨୬୬ , ଓ ଷ୍ଟେଟପୁଲରୁ ୨୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ଯୋଗୁ ଦିନକରେ ଯାଇଛି ୨୫ଜଣଙ୍କ ଜୀବନ । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ , ଅନୁଗୁଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ, ରାୟଗଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ , ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ, ନୂଆପଡ଼ା, କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.